11 ମାଇଜିମନ୍ ଚିମ୍ରାଇଅଇ ରଇ ସୁଆଲ୍ସୁତର୍ ଅଇକରି ବସତ୍ ।
କିରିସ୍ଟ ସବୁ ମୁନୁସ୍ ପିଲାମନର୍ ନେତା, ଆରି ମୁନୁସ୍ ମାଇଜିର୍ ନେତା, ଆରି ପର୍ମେସର୍ କିରିସ୍ଟର୍ ନେତା । ଏଟା ତମେ ଜାନିରୁଆ ବଲି ମୁଇ ମନ୍ କଲିନି ।
ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
ତାର୍ ବାଦୁଲେ ବିନ୍ଲକ୍ମନ୍କେ ଦୟା ଦେକାଅତ୍ । ପର୍ମେସର୍କେ ଜୁଆର୍ କଲୁନି ବଲି କଇବା ମାଇଜିମନର୍ପାଇ ସେଟା ନିକ ଚଲାଚଲ୍ତି ଅଇସି ।
ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।
ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ ।