୧ମ ତିମତି 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତେବର୍ପାଇ ପର୍ମେସର୍ ତାର୍ ସୁବ୍ କବର୍ ଜାନାଇବାକେ ଆରି ତାର୍ ପେରିତ୍ ଅଇବାକେ ମକେ ବାଚ୍ଲା । ମୁଇ ମିଚ୍ କଇନାଇ, ସତ୍ସେ କଇଲିନି । ଜିଉଦି ନ ଅଇଲା ଲକ୍ମନ୍କେ ମିସା ସୁବ୍ କବରର୍ ସତ୍ ବିସଇ ଜାନାଇବାକେ ମକେ ବାଚିରଇଲା । Faic an caibideil |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।
ଆଗର୍କାଲେ ବଁଚିରଇବା ଲକ୍ମନ୍ ପର୍ମେସର୍କେ ମାନିକରି ରଅତ୍ନାଇକେ, ସେ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡେନାଇ । ତାର୍ବାଦୁଲେ ସେମନର୍ପାଇ ବନିଆ ଆନାଇଲା । ତେଇ ସବୁଲକ୍ ବୁଡିଗାଲାଇ । ମାତର୍ ସେ ନଅ ଆରି ତାର୍ କୁଟୁମର୍ ସାତ୍ଲକ୍କେ ସେ ରକିଆ କଲା । ସେବେଲେ ନଅ ପର୍ମେସର୍ ଦେକ୍ବା ଇସାବେ ଟିକ୍ ବିସଇ କର୍ବାର୍ ଆଚେ ବଲି ଲକ୍ମନ୍କେ କଇତେରଇଲା ।