୧ମ ତିମତି 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ କାତା ସତ୍ ଜେ, କେ ଜଦି ମଣ୍ଡଲିଟାନେ ମୁକିଅ ପଦ୍ ପାଇବାକେ ମନ୍ କଲାନି, ତେବେ ସେ ନିମାନ୍ କାମ୍ କର୍ବାକେ ମନ୍ କଲାନି । Faic an caibideil |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।