୧ମ ତିମତି 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମଣ୍ଡଲିର୍ ସେବାକରୁ ଅଇବା ଆଗ୍ତୁ ବିନ୍ ଲକ୍ମନ୍ ସେମନ୍କେ ପରିକା କରି ଦେକତ୍ । କାଇ ଦସ୍ ନ ରଇଲେ ସେମନ୍ ସେବା କର୍ବାକେ ଦାଇତ୍ ନେଅତ୍ । Faic an caibideil |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।