12 ସେବାକରୁ ଗଟେକ୍ ମାଇଜି ସଙ୍ଗଇ, ତାର୍ ପିଲାଟକିମନ୍କେ, ତାର୍ କୁଟୁମର୍ ବିନ୍ ଲକ୍ମନ୍କେ, ଆରି ଗତିଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଜତନ୍ କର୍ବାର୍ ଆଚେ ।
ଏ ଚିଟି ପାଉଲ୍ ଆରି ତିମତି, କିରିସ୍ଟ ଜିସୁର୍ ଦୁଇଟା ଗତିଦାଙ୍ଗ୍ଡାମନ୍ ଲେକ୍ଲୁନି । ଜିସୁକିରିସ୍ଟର୍ ଅଇକରି ପିଲିପି ନଅରେ ରଇବା ସବୁ ପର୍ମେସରର୍ ଲକ୍ମନର୍ପାଇ ଏଟା ଲେକାଅଇଲା ଆଚେ । ତମର୍ ବିତ୍ରେ ନେତା ଅଇକରି ତମ୍କେ ସାଇଜ କର୍ବା ଲକ୍ମନର୍ପାଇ ମିସା ।
ତେବର୍ପାଇ ଜେନ୍ତିକି ତାର୍ ଜିବନେ ବିନ୍ ଲକ୍ମନର୍ କାଇ ନିନ୍ଦା ନ ରଇବାର୍ । ସେ ଗଟେକ୍ ମାଇଜି ସଙ୍ଗଇରଇବାର୍ ଆଚେ । ନିଜେ ଜାଗ୍ରତ୍ ରଇକରି, ନିଜର୍ ଜିବନେ ସୁସ୍ତା ରଇକରି, ସବୁଲକର୍ ସନ୍ମାନ୍ ପାଇକରି, ଆଇଲା ଲକ୍ମନ୍କେ ଡାକିନେବା ପାରା ଲକ୍ ଅଇକରି, ଲକ୍ମନ୍କେ ବୁଦିର୍ କାତା ସିକାଇବା ଲକ୍ ଅଇ,
ସେନ୍ତାରିସେ ମଣ୍ଡଲିର୍ ସେବା କରୁମନ୍ ମୁକିଅର୍ ପାରା ସବୁ ଲକର୍ଟାନେଅନି ସନ୍ମାନ୍ ପାଇବା ଲକ୍ ରଇବାର୍ ଆଚେ । ସେମନ୍ ସତ୍ ବାବେ ଚଲାଚଲ୍ତି କର୍ବାର୍ ଆଚେ । ମଦୁଆ ଲକ୍ ଅଇ ରଇବାର୍ ନାଇ । ଡାବୁକାସୁର୍ ପାଇ ଆସା ନ ରଇବାର୍ ଆଚେ ।