୧ମ ତିମତି 3:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।” Faic an caibideil |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।