୧ମ ତିମତି 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତେବର୍ପାଇ ଜେନ୍ତିକି ତାର୍ ଜିବନେ ବିନ୍ ଲକ୍ମନର୍ କାଇ ନିନ୍ଦା ନ ରଇବାର୍ । ସେ ଗଟେକ୍ ମାଇଜି ସଙ୍ଗଇରଇବାର୍ ଆଚେ । ନିଜେ ଜାଗ୍ରତ୍ ରଇକରି, ନିଜର୍ ଜିବନେ ସୁସ୍ତା ରଇକରି, ସବୁଲକର୍ ସନ୍ମାନ୍ ପାଇକରି, ଆଇଲା ଲକ୍ମନ୍କେ ଡାକିନେବା ପାରା ଲକ୍ ଅଇକରି, ଲକ୍ମନ୍କେ ବୁଦିର୍ କାତା ସିକାଇବା ଲକ୍ ଅଇ, Faic an caibideil |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।