୧ମ ତିମତି 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ନ ମାତି କରି, କିରମାର୍ ନ ଅଇକରି ସାନ୍ତିସଙ୍ଗ୍ ରଇ, ଦଦାପେଲା ନ ଅଇକରି, ଦନ୍ ମିଲାଇବାକେ ଆସା ନ ଅଇକରି ରଇବାର୍ ଆଚେ । Faic an caibideil |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।