୧ମ ତିମତି 3:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ନିଜର୍ କୁଟୁମ୍କେ ନିକକରି ଚାଲାଇତେରଇବାର୍ ଆଚେ । ଆରି ତାର୍ ପିଲାଟକିମନ୍କେ ସେ ତିଆର୍ଲାଟା ମାନ୍ବାକେ ବାଦିଅ କରାଇବା ସିକିଆ ଦେଇରଇବାର୍ ଆଚେ । Faic an caibideil |
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।