6 ସେ ନୁଆ ନୁଆ ବିସ୍ବାସ୍ କର୍ବା ଲକ୍ ନ ରଇବାର୍ ଆଚେ । ନଇଲେ ସେ ବଡ୍ପନିଆ ଅଇକରି ସଇତାନ୍ ଜେନ୍ତାରି ଡଣ୍ଡ୍ ପାଇଲା, ସେ ମିସା ସେନ୍ତାର୍ ଡଣ୍ଡ୍ ପାଇସି ।
ମାତର୍ ଜିସୁ ସେମନ୍କେ କଇଲା, “ସଇତାନ୍ ବାଦ୍ଲେଅନି ବିଜ୍ଲି ପାରା ଅଇ ଅଦର୍ବାଟା ମୁଇ ଦେକ୍ଲି ।
ଏ ବାଇବଇନିମନ୍, ମୁଇ କରନ୍ତିୟତେଇ ରଇଲାବେଲେ ସୁକଲ୍ଆତ୍ମା ପାଇଲା ଲକ୍ମନର୍ ଇସାବେ ତମ୍କେ କାତା ଅଇ ନାପାର୍ଲି । ମାତର୍ ନିଜେ ମନ୍କଲା ଇସାବେ ରଇବା ଲକ୍ମନର୍ ଇସାବେସେ କାତା ଅଇଲି । କାଇକେ ବଇଲେ ତମେ ସେବେଲେସେ, ବିସ୍ବାସ୍ କର୍ବାକେ ମୁଲିଆଇ ରଇଲାସ୍ । କିରିସ୍ଟର୍ ତେଇ କଅଁଲା ପିଲାମନର୍ ପାରା ।
ଏବେ ମୁଇ ଦେବିଦେବ୍ତାମନ୍କେ ପୁଜ୍ଲା ମାଉଁସ୍ ବିସଇନେଇ ଲେକ୍ଲିନି । ଏଟା ସତ୍ ଜେ ଆମ୍କେସେ ବୁଦି ଆଚେ ବଲି ତମେ ଜନ୍ଟା କଇଲାସ୍ନି, ସେଟା ଆମେ ଜାନିଆଚୁ । ସେନ୍ତା ଗଟେକ୍ ଲକ୍କେ ଆଁକାର୍ ଜନମ୍ କରାଇସି । ମାତର୍ ଆଲାଦ୍ ଆମର୍ ବିସ୍ବାସ୍କେ ଡାଟ୍ କରାଇସି ।
ମୁଇ ପର୍ମେସର୍ ଟାନେଅନି ବେସି ବଡିଆ ଦର୍ସନ୍ ପାଇଲିଆଚି ବଲିକରି ବଡ୍ପନ୍ ନ ଅଇବାକେ ପର୍ମେସର୍ ମକେ ଦୁକାଇବା ଗଟେକ୍ ରଗ୍ ଦେଲା । ଏ ରଗ୍ ସଇତାନର୍ ଦୁତ୍ପାରା ମାର୍ବାକେ ମର୍ ଗାଗଡେ ଆଚେ । ଜେନ୍ତି କି ମୁଇ ଆରି ବଡ୍ପନ୍ ନ ଅଇ ।
ତାର୍ ଚଲାଚଲ୍ତି ଦେକି ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତାକେ ଗଟେକ୍ ସନ୍ମାନର୍ ଲକ୍ ପାରା ନାମ୍ବାର୍ ଆଚେ । ଜେନ୍ତିକି ଲକ୍ମନ୍ ତାକେ ନିନ୍ଦା ନ କରି ସଇତାନର୍ ପାନ୍ଦେ ନ ଲାଗେ ।
ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା,
ବିସ୍ବାସେ ବିସ୍ ଦେବା ଲକ୍, ବକୁଆ ବିସଇ କର୍ବା ଲକ୍, ବିନ୍ ଲକର୍ଟାନେଅନି ବଡ୍ ବଲାଇଅଇବା ଲକ୍, ପର୍ମେସର୍କେ ଆଲାଦ୍ କର୍ବା ବାଦୁଲେ ନିଜ୍କେ ସାର୍ଦା କରାଇବା ଲକ୍ ।
ଏବେ ଜନମ୍ ଅଇଲା କଅଁଲା ପିଲାମନ୍ ଦୁଦ୍ କାଇବାକେ ଜେନ୍ତାରି ମନ୍ କର୍ବାଇ, ସେନ୍ତାରିସେ ତମେ ଆତ୍ମାର୍ ଦୁଦ୍ କାଇବାକେ ମନ୍ କରା । ସେଟା ଅଇଲାନି ପର୍ମେସରର୍ ସତ୍ ବାକିଅ । ସେଟା କାଇବାକେ ମନ୍ କଲେ, ତମର୍ ମୁକ୍ତି ସିଦ୍ ଅଇବାଜାକ ତମେ ବିସ୍ବାସେ ଅଦିକ୍ ଅଦିକ୍ ବଡି ଆଇସା ।
ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି ।
ପୁର୍ବେ କେତେଟା ଦୁତ୍ମନ୍ ଜେଡେବେଲେ ପାପ୍ କରିରଇଲାଇ, ପର୍ମେସର୍ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡିଦେଏ ନାଇ । ମାତର୍ ସେମନ୍କେ ନର୍କେ ପିଙ୍ଗିଦେଲା । ସେମନ୍କେ ବିଚାର୍ କରି ଡଣ୍ଡ୍ଦେବା ଦିନ୍ ଜାକ ସେ ସେମନ୍କେ ବନ୍ଦିକରି ଆନ୍ଦାରେ ସଙ୍ଗଇସି ।
ସେତ୍କିସେ ନଏଁ ସେ ଦୁତ୍ମନ୍କେ ମିସା ଡଣ୍ଡ୍ ଦେଇରଇଲା । ପର୍ମେସର୍ ସେମନ୍କେ ଜେତ୍କି ଅଦିକାର୍ ସର୍ପି ଦେଇରଇଲା, ସେମନ୍ ତାର୍ତେଇଅନି ଅଦିକ୍ ନେଲାଇ । ଆରି ତାକର୍ ଦେଇରଇବା ଜାଗା ଚାଡ୍ଲାଇ । ସେ ସେମନ୍କେ ବିଚାର୍ କର୍ବା ଦିନ୍ ଜାକ, ଗଟେକ୍ ଆନ୍ଦାରର୍ ଜାଗାଇ, କେ ବାଙ୍ଗାଇ ନାପାର୍ଲା ପାରା, ସିକ୍ଲି ସଙ୍ଗ୍ ବାନ୍ଦିଆଚେ ।