୧ମ ତିମତି 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତାର୍ ଚଲାଚଲ୍ତି ଦେକି ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତାକେ ଗଟେକ୍ ସନ୍ମାନର୍ ଲକ୍ ପାରା ନାମ୍ବାର୍ ଆଚେ । ଜେନ୍ତିକି ଲକ୍ମନ୍ ତାକେ ନିନ୍ଦା ନ କରି ସଇତାନର୍ ପାନ୍ଦେ ନ ଲାଗେ । Faic an caibideil |
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।