୧ମ ତିମତି 4:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ସୁକଲ୍ ଆତ୍ମା ନିକସଙ୍ଗ୍ କଇଲାନି, ସାରାସାରି ଦିନେ, ଲକ୍ମନ୍ ସତ୍ ବିସଇ ବିସ୍ବାସ୍ କର୍ବାଟା ଚାଡିଦେବାଇ । କାରାପ୍ ଆତ୍ମାମନର୍ ସିକିଆ ମାନ୍ବାଇ । ଆରି ସେମନ୍ ସିକାଇବା ବୁଲ୍ ସିକିଆ ବିସ୍ବାସ୍ କର୍ବାଇ । Faic an caibideil |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।