୧ମ ତିମତି 4:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ କସ୍ଟ ଅଇ କାମ୍ କରି ଏଟା ଆସା କଲୁନି । ସେ ସତଇସେ ବଁଚିଆଚେ । ସେ ଗୁଲାଇ ମନସ୍ ଜାତିର୍ ଉଦାର୍କାରିଆ, ଜେତ୍କି ସବୁ ତାକେ ବିସ୍ବାସ୍ କଲାଇନି, ତାକର୍ପାଇ ଅଦିକ୍ । Faic an caibideil |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।