୧ମ ତିମତି 4:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମୁଇ ତମ୍କେ ଜେତ୍କି ବିସଇ ଲେକ୍ଲିଆଚି ସେଟାସବୁ ବିନ୍ ଲକ୍ମନ୍କେ ସିକାଆ ଆରି ତିଆରା । Faic an caibideil |
ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।