୧ମ ତିମତି 4:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେମନ୍, ମାଇଜି ମନସ୍ ବିବା ଅଇବାର୍ ନାଇ ଆରି କାଇ କାଇ କାଦି କାଇବାର୍ ନାଇ ବଲି ବୁଲ୍ ସିକିଆ ଦେବାଇ । ସବୁ ରକାମର୍ କାଦି ପର୍ମେସର୍ ତିଆର୍ କଲାଆଚେ । ଜେନ୍ତି କି ଜେତ୍କି ସବୁ ଲକ୍ ତାର୍ ସତ୍ କବର୍ ବିସ୍ବାସ୍ କର୍ବାଇ, ସେମନ୍ ସେ କାଦିର୍ ଲାଗି ତାକେ ଦନିଅବାଦ୍ ଦେବାଇ । Faic an caibideil |
ଜନ୍ ଲକ୍ମନ୍ ବିନ୍ଦିନ୍ ମନର୍ଟାନେଅନି ଗଟେକ୍ ଦିନ୍ ସୁବ୍ ବଲି ବାବ୍ବାଇ, ସେମନ୍ ପର୍ମେସର୍କେ ସାର୍ଦା କରାଇବାକେ ସେନ୍ତାରି ବାବ୍ବାଇ । ସେନ୍ତାରିସେ, ଜନ୍ଲକ୍ମନ୍ ସବୁ ରକାମ୍ କାଦି କାଇବାଇ, ସେଟା ପର୍ମେସର୍କେ ସାର୍ଦା କରାଇବାକେ କର୍ବାଇ ଆରି ସେଟାର୍ପାଇ ତାକେ ଦନିଅବାଦ୍ ଦେବାଇ । ଆରି ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ କାଇବାଇ, ସେମନ୍ ସେଟା ପର୍ମେସର୍ ସାର୍ଦା ଅଇସି ବଲି କାଇଲାଇନି ଆରି ସେମନ୍ ମିସା ତାକେ ଦନିଅବାଦ୍ ଦେଲାଇନି ।