୧ମ ତିମତି 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଏ ସବୁ ବିସଇ ତମେ ବିସ୍ବାସିମନ୍କେ ସିକାଇବାର୍ ଲାଗି, ତମେ ଜିସୁ କିରିସ୍ଟକେ ସେବା କଲାସ୍ନି । ତମର୍ ବିସ୍ବାସର୍ ଲାଗି ଆରି ସତ୍ ସିକିଆ ମାନ୍ଲାର୍ ଲାଗି ପର୍ମେସର୍ ତମ୍କେ ବଡାଇସି । Faic an caibideil |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।