୧ମ ତିମତି 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 କାଇକେବଇଲେ ଗାଗଡ୍କେ ବୁଲାଚାଲା କରି ନିକ ସଙ୍ଗ୍ ସଙ୍ଗଇବାଟା କେତେଟା କାମର୍ ପାଇ ନିକ ବିସଇ । କାଇକେବଇଲେ ଏଟା ଜଗତେ ବଁଚିରଇଲେ କି ମରିଗାଲେ ମିସା ତାକେ ଲଡାକେ ଆଇସି । ମାତର୍ ଆତ୍ମାଇ ଚଲାଚଲ୍ତି କର୍ବାଟା ସବୁ କାମେ ନିକ ରଇସି । Faic an caibideil |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।