23 ଆରି ଚୁଚା ପାନି ନ କାଇକରି ତର୍ ପେଟର୍ ଲାଗି ଅଲପ୍ ଅଙ୍ଗୁର୍ ମଦ୍ ମିସା କାଆ । କାଇକେବଇଲେ ତୁଇତା ସବୁବେଲେ ନିକ ରଉସ୍ ନାଇ ।
ସିଲା ଆରି ତିମତି ମାସିଦନିଆଇଅନି ବାଉଡି ଆଇଲା ପଚେ ପାଉଲ୍ ଜିଉଦିମନର୍ ଲଗେ ଜିସୁର୍ ସୁବ୍ କବର୍ ଜାନାଇବାକେ ପୁରାପୁରି ବେଲା ଦେଲା ଆରି ଜିସୁକେ ମସିଅ ବଲି ସାକି ଦେଲା ।
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
ନ ମାତି କରି, କିରମାର୍ ନ ଅଇକରି ସାନ୍ତିସଙ୍ଗ୍ ରଇ, ଦଦାପେଲା ନ ଅଇକରି, ଦନ୍ ମିଲାଇବାକେ ଆସା ନ ଅଇକରି ରଇବାର୍ ଆଚେ ।
ସେନ୍ତାରିସେ ମଣ୍ଡଲିର୍ ସେବା କରୁମନ୍ ମୁକିଅର୍ ପାରା ସବୁ ଲକର୍ଟାନେଅନି ସନ୍ମାନ୍ ପାଇବା ଲକ୍ ରଇବାର୍ ଆଚେ । ସେମନ୍ ସତ୍ ବାବେ ଚଲାଚଲ୍ତି କର୍ବାର୍ ଆଚେ । ମଦୁଆ ଲକ୍ ଅଇ ରଇବାର୍ ନାଇ । ଡାବୁକାସୁର୍ ପାଇ ଆସା ନ ରଇବାର୍ ଆଚେ ।
ସେନ୍ତାରି ସିକିଆ ଦେଉମନ୍ ବୁଲ୍ ସିକିଆ ଦେଲାଇନି । କାଇକେବଇଲେ କାଦି ଆରି ପର୍ମେସର୍ ତିଆର୍କଲା ସବୁ ବିସଇ ନିକଆଚେ । ଆରି କାଇ ରକାମର୍ କାଦି ମିସା ନିଚ୍ବାର୍ ନାଇ । ତାର୍ ବାଦୁଲେ ସବୁ କାଦି ନିକ ବଲି ମାନିକରି ତାକେ ଦନିଅବାଦ୍ ଦେବାର୍ ଆଚେ ।
ବିନ୍ ବିସ୍ବାସିମନ୍କେ ଜତନ୍ କର୍ବାକେ ଦାଇତ୍ ଇସାବେ ପର୍ମେସର୍ ଗଟେକ୍ ପାର୍ଚିନ୍କେ ଦେଲାଆଚେ । ତେବର୍ ପାଇ ଜନ୍ ମଣ୍ଡଲିର୍ ପାର୍ଚିନ୍କେ ତୁଇ ବାଚ୍ସୁ, ତାକେ କାଇ ଦସ୍ ନ ରଅ । ସେ ବଡ୍ପନିଆ ନ ରଇବାର୍, ଦାପ୍ରେ ରିସା ନ ଅଇବାର୍, ମଦୁଆ ନ ରଇବାର୍, ବିନ୍ ଲକର୍ ସଙ୍ଗ୍ କିରଜାଟି ନ ଅଇବାର୍, ଡାବୁକେ ଆସା ନ କର୍ବାର୍ ।
ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ ।