୧ମ ତିମତି 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜନ୍ ରାଣ୍ଡିମାଇଜି ଜାକେ କି ଆକାସାକା ନାଇ, ସେ ପର୍ମେସର୍କେ ଆସାକରିଆଚେ, ସେ ଦିନ୍ରାତି ତାକେ ଗୁଆରିକଲାନି, ତାକେସେ ମଣ୍ଡଲିର୍ ବିସ୍ବାସିମନ୍ ଜତନ୍ କର୍ବାର୍ ଆଚେ । Faic an caibideil |
ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।