୧ମ ତିମତି 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ରାଣ୍ଡି ମାଇଜିମନର୍ ଜତନ୍ ପାଇ ମୁଇ ଜେତ୍କି ଆଦେସ୍ ଦେଲିଆଚି, ସେଟା ସବୁ ମାନା ବଲି ବିସ୍ବାସିମନ୍କେ ତିଆର୍ । ଜେନ୍ତାରିକି ସେମନ୍କେ କେ ମିସା ନିନ୍ଦା କରି ନାପାରତ୍ । Faic an caibideil |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।