୧ମ ତିମତି 5:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ । Faic an caibideil |
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।