୧ମ ତିମତି 6:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ । Faic an caibideil |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।