୧ମ ତିମତି 6:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବା କେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ । Faic an caibideil |