୧ମ ତିମତି 6:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି । Faic an caibideil |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,