୧ମ ତିମତି 6:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା, Faic an caibideil |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।