୧ମ ତିମତି 6:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି । Faic an caibideil |