୧ମ ତିମତି 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ । Faic an caibideil |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।