୨ ୟ ଜଅନ୍ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏବେ ଆରି ମର୍ ଆଲାଦର୍ ବଇନି, ମୁଇ ତକେ ଗଟେକ୍ ବିସଇ କର୍ବାକେ କଇବି । ଗଟେକ୍ ନୁଆ ଆଦେସ୍ କର୍ ବଲି କଇନାଇ । ମାତର୍ କିରିସ୍ଟ ସଙ୍ଗ୍ ଜିବାକେ ଆରାମ୍ କର୍ବା ବେଲେଅନି ଏଟା ଆମେ ସୁନି ଆଇଲୁନି । ମୁଇ ମାଙ୍ଗ୍ଲିନି ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା । Faic an caibideil |