୨ ୟ ପିତର୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । । Faic an caibideil |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।