୨ ୟ ପିତର୍ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏ ସବୁ ବିସଇ ତମେ ଜାନିରଇଲେ ମିସା, ଆରି ପାଇଲା ସତ୍ ବିସଇଟାନେ ଡାଟ୍ ଆଚାସ୍ ମିସା, ଏ ସବୁ ବିସଇ ତମ୍କେ ଏତାଇଦେଇତେ ରଇବି । Faic an caibideil |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।