୨ ୟ ପିତର୍ 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ତାକେ ସାର୍ଦା କରାଇଲାପାରା ଚଲାଚଲ୍ତି କର୍ବାକେ ସେ ଆମ୍କେ ଲଡାକେ ଆଇବା ସବୁ ବିସଇ ଦେଲାଆଚେ । ତାର୍ ବପୁର୍ଲାଗି ସେ ଆମ୍କେ ଏଟା ଦେଲାଆଚେ ଆରି ଆମେ ତାକେ ଜାନ୍ଲାର୍ପାଇ ମିସା । ତାର୍ ମଇମାଇ ଆରି ଦରମେ ମିସ୍ବାକେ ସେ ସେ ଆମ୍କେ ଡାକିଆଚେ । Faic an caibideil |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।