୨ ୟ ପିତର୍ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା । Faic an caibideil |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।