୨ ୟ ପିତର୍ 1:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତମର୍ ଚଲାଚଲ୍ତି ଜଦି ଏନ୍ତାରି ଅଦିକ୍ ଅଦିକ୍ ଅଇ ଆଇଲେ, ଆମର୍ ମାପ୍ରୁ ଜିସୁକିରିସ୍ଟକେ ଜାନ୍ବା ବିସଇତେଇ ତମେ ଅଦିକ୍ ଅଦିକ୍ ବଡିଆଇସା । Faic an caibideil |
ତମେ ବେସି ବିସଇଟାନେ ପୁରାପୁରୁନ୍ ଆଚାସ୍ । ସବୁ ବିସଇଟାନେ ସାଉକାର୍ ଅଇଆଚାସ୍ । ବିସ୍ବାସେ ଡାଁଟ୍ଆଚାସ୍, ବାକିଅ ସିକାଇବାକେ ଜାନିଆଚାସ୍, ବାକିଅତେଇ ତମର୍ ଗିଆନ୍ ଜବର୍ ଆଚେ, ସଙ୍ଗର୍ ବିସ୍ବାସିମନ୍କେ ସାଇଜ କର୍ବାଟା ଆରି ଆମର୍ପାଇ ରଇବା ତମର୍ ଆଲାଦ୍ ବେସି ବଡ୍ ଆଚେ । ସେନ୍ତାରିସେ ଦାନ୍ ଦେବାଟାନେ ମିସା ଅଦିକ୍ ଅଦିକ୍ ଦିଆସ୍ ବଲି ଆମେ ମନ୍ କଲୁନି ।