୨ ୟ ପିତର୍ 2:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ବିସ୍ବାସି ବଲାଇଅଇବା ବେସି ଲକ୍ମନ୍ ତାକର୍ କାରାପ୍ ଚଲାଚଲ୍ତି ଦାର୍ବାଇ ଆରି ସତ୍ ବାଟର୍ ବିସଇନେଇ କାରାପ୍ କାତା କଇ ବୁଲ୍ବାଇ । Faic an caibideil |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।