୨ ୟ ପିତର୍ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା । Faic an caibideil |
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।