୨ ୟ ପିତର୍ 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ । Faic an caibideil |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।