୨ ୟ ପିତର୍ 3:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି । Faic an caibideil |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।