୨ ତେସଲନିକିୟ 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେ ଲକ୍ମନ୍ ମାପ୍ରୁର୍ ମୁଆଟେ ଡାଟ୍ସଙ୍ଗ୍ ଡାକ୍ପୁଟା ପାଇବା ତେଇଅନି, କାଲ୍ କାଲ୍ ଜୁଗ୍ ଜୁଗ୍ ପାଇ କୁରୁପ୍ନାସ୍ ଅଇଜିବାଇ । Faic an caibideil |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।