୨ ତେସଲନିକିୟ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି । Faic an caibideil |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।