୨ ତେସଲନିକିୟ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେଡ୍କିବେଲେ ସେ କାରାପ୍ ଲକ୍ ଦେକାଇ ଅଇସି । ତାକେ ମାପ୍ରୁ ଜିସୁ ତାର୍ ନିଜର୍ ଟଣ୍ଡେଅନି ବାରଇବା ପୁଣ୍ଡା ସଙ୍ଗ୍ ନାସ୍ କର୍ସି । ଆରି ତରେକ୍ ସେ ଡାକ୍ପୁଟା ସଙ୍ଗ୍ ଆଇବାବେଲେ ସେ କାରାପ୍ ଲକ୍ ବିନାସ୍ ଅଇଜାଇସି । Faic an caibideil |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।