୨ୟ ତିମତି 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା । Faic an caibideil |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏ ଜଗତେ ଆମେ ବଁଚି ରଇଲାବେଲେ, ଇତିର୍ ଗାଗଡ୍ ନେଇକରି ଜେତ୍କି ଦୁକ୍ କସ୍ଟ ପାଇବାର୍ ଆଚେ, ସେଟା ସବୁ ବଇକରି ଆଉଜି ଗାଲୁନି । ମାତର୍ ଏ ଗାଗଡ୍ ଚାଡ୍ବାକେ ଆମେ ମନ୍ କରୁ ନାଇ । ସର୍ଗେ ଅନି ଆଇବା ନୁଆ ଗାଗଡ୍ ଆମ୍କେ ମିଲ ବଲି ମନ୍ କଲୁନି । ସେନ୍ତାର୍ଆଲେ ମରନ୍କେ ସର୍ପି ଦେଇରଇବା ଏ ଗାଗଡର୍ ବାଦୁଲେ ସବୁଦିନର୍ ପାଇ ଜିବନ୍ ରଇବା ଗଟେକ୍ ଗାଗଡ୍ ମିଲାଇବୁ ।
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।