11 ଜିସୁକିରିସ୍ଟର୍ ବିସଇ ରଇବା ଏ ସୁବ୍ କବର୍ ପର୍ମେସର୍ ମକେ ଜାନାଇବାକେ କଇଆଚେ । ଗଟେକ୍ ସିକାଇବା ଲକ୍ ଆରି ପେରିତ୍ ଇସାବେ, ସେ ମକେ ବାଚିଆଚେ ।
ମାପ୍ରୁ ତାକେ କଇଲା, “ଜାଆ ଜିଉଦି ନ ଅଇଲା ଲକ୍ମନ୍, ତାକର୍ ରାଜାମନ୍ ଆରି ଇସ୍ରାଏଲର୍ ଲକ୍ମନ୍କେ, ମର୍ ନାଉଁ ଜାନାଇବାକେ ଆରି ମର୍ ସେବା କର୍ବାକେ ମୁଇ ତାକେ ବାଚ୍ଲି ଆଚି ।
ମର୍ ଜାଇଟା ମନ୍ କଲାଟା, ସେଟା କାଇ କରିନାପାରି କି ? ମୁଇ କାଇ ଗଟେକ୍ ପେରିତ୍ ନଇ କି ? ମୁଇ କାଇ ଆମର୍ ମାପ୍ରୁ ଜିସୁର୍ ଦର୍ସନ୍ ପାଇ ନାଇ କି ? ତମେ ସବୁ, ମୁଇ ମାପ୍ରୁର୍ ପାଇ କରିରଇବା କାମର୍ ଲାଗି ବିସ୍ବାସ୍ କଲାସ୍ ନାଇ କି ?
ନିୟମ୍ ଗୁରୁ ଇସାବେ ସବୁଲକ୍ ସେମନ୍କେ ନାମତ୍ ବଲି ସେମନ୍ ମନ୍ କଲାଇନି । ମାତର୍ ସେମନ୍ ସିକାଇବା ବିସଇ ନିଜେ ବୁଜତ୍ନାଇ ଆରି ସାଆସ୍ ସଙ୍ଗ୍ ଜନ୍ଟା ସତ୍ ବଲି କଇଲାଇନି, ସେଟା ସତ୍ କି ନଏଁ ବଲି ନାଜାନତ୍ ।
ତେବର୍ପାଇ ପର୍ମେସର୍ ତାର୍ ସୁବ୍ କବର୍ ଜାନାଇବାକେ ଆରି ତାର୍ ପେରିତ୍ ଅଇବାକେ ମକେ ବାଚ୍ଲା । ମୁଇ ମିଚ୍ କଇନାଇ, ସତ୍ସେ କଇଲିନି । ଜିଉଦି ନ ଅଇଲା ଲକ୍ମନ୍କେ ମିସା ସୁବ୍ କବରର୍ ସତ୍ ବିସଇ ଜାନାଇବାକେ ମକେ ବାଚିରଇଲା ।