୨ୟ ତିମତି 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ । Faic an caibideil |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।