୨ୟ ତିମତି 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଅନିସିପର୍ ଆରି ତାର୍ କୁଟୁମ୍କେ ମାପ୍ରୁ ଦୟାକର । କାଇକେବଇଲେ ମୁଇ ବନ୍ଦିଗରେ ରଇଲାବେଲେ ସେ ମକେ ଦେକ୍ବାକେ ଲାଜ୍ ଅଏନାଇ । ତାର୍ ବାଦୁଲେ ସେ ତର୍କେ ତର୍ ଆସି ମକେ ସାର୍ଦା କରାଇଲା । Faic an caibideil |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।