୨ୟ ତିମତି 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏ ଚିଟି ତିମତି ମୁଇ ତକେ ଲେକ୍ଲିନି । ତୁଇ ମର୍ ଆଲାଦର୍ ପଅ ପାରା ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟ, ତକେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ । Faic an caibideil |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।