୨ୟ ତିମତି 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ମର୍ ଆନିଦାଦିମନ୍ ଜେନ୍ତାର୍ ତାକେ ସେବା କଲାଇ, ସେନ୍ତାରି ମୁଇ ମିସା ତାକେ ସେବା କଲିନି । ମର୍ ବିବେକ୍ ମକେ ଦସ୍ ଦେଏ ନାଇ । ମୁଇ ତର୍ପାଇ ଦିନ୍ରାତି ପାର୍ତନା କଲିନି । Faic an caibideil |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।