୨ୟ ତିମତି 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ନିକ କାମ୍ କଲାର୍ ପାଇ ସେ ଆମ୍କେ ବାଚେନାଇ । ମାତର୍ ତାର୍ ନିଜର୍ ଜଜ୍ନା ଇସାବେ ସେ ଆମ୍କେ ବାଚିକରି ତାର୍ ଦୟା ଦେକାଇଲା ଆଚେ । ଏ ଜଗତ୍ ତିଆର୍ ନ ଅଇତେ ପର୍ମେସର୍ ଜିବନ୍ ଦୁକାଇ, ଜିସୁକିରିସ୍ଟକେ ଆମର୍ଲାଗି ଏ ଜଗତେ ପାଟାଇଲା । Faic an caibideil |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।