୨ୟ ତିମତି 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି । Faic an caibideil |
ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।