୨ୟ ତିମତି 2:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜଦି ଆମେ ମୁର୍ଚିକରି ରଇବୁ ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ । ଆମେ ଜଦି ତାକେ ନ ନାମୁ, ସେ ଆମ୍କେ ମିସା ନ ନାମେ । Faic an caibideil |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।