13 ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା ସେ କାତା ଦେଇରଇବାଟା ସବୁ କରିସାରାଇସି । କାଇକେବଇଲେ ସେ ତାର୍ କାତା ନ ବାଦ୍ଲାଏ ।
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ତେବେ କାଇଟା ଅଇସି ? ଜିଉଦିମନର୍ ବିତ୍ରେଅନି କେତେ ଲକ୍ ବିସ୍ବାସ୍ ନ କଲେ ପରମେସର୍ କାତା ଦେଇରଇବାଟା ପୁରାପୁରୁନ୍ ନ ଅଏ କି ?
ପରମେସର୍ ତାର୍ କାତା ଦେଇରଇଲାଟା ପୁରାପୁରୁନ୍ କରେନାଇ ବଲି ମୁଇ କଇନାଇ । କାଇକେବଇଲେ ଇସ୍ରାଏଲିୟମନର୍ କେତେଟା ନାତିତିତିମନ୍ ପରମେସରର୍ ଲକ୍ ନଅତ୍,
ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
ଜେ ତମ୍କେ ବାଚ୍ଲା ଆଚେ, ସେ ସେଟା କର୍ସି । କାଇକେବଇଲେ ସେ ବିସ୍ବାସ୍ ରକ୍ବା ଲକ୍ ।
ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ ।
ଏ ଦୁଇଟା ବିସଇ କେବେ ନ ବାଦ୍ଲେ । କାଇକେବଇଲେ ପର୍ମେସର୍ ମିଚ୍ ନ କଏ । ତେବର୍ପାଇ ଆମେ ମୁକ୍ତି ପାଇରଇବା ଲକ୍ମନ୍, ଆମର୍ ମନେ ବେସି ସାଆସ୍ ଦାରିଆଚୁ । ଆରି ତାର୍ଟାନେ ରଇବା ଆମର୍ ଆସା ଡାଁଟ୍ ଆଚେ ।